Nutana Odisha Events




Deactivate
Details About Event :
ଭଦ୍ରକ : ଧାମନଗର ନିର୍ବାଚନ ମଣ୍ଡଳୀର ବିଜେଡିରୁ ବିଧାନସଭା ପ୍ରାର୍ଥୀ ଭାବେ ରାଜେନ୍ଦ୍ର ଦାସ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।

Activate
Details About Event :
ଏସୀୟ ଦୌଡ଼କୁଦ ପ୍ରତିଯୋଗିତା ର ସଫଳ ଆୟୋଜନ ପାଇଁ ଓଡ଼ିଶାକୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ମିଳିଛି । ଏହା ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗତ ଜୁଲାଇ ମାସରେ ଅନୁଷ୍ଠିତ ହେଇଥିଲା।

Activate
Details About Event :
ଭଦ୍ରକ ଜିଲ୍ଲା ବନ୍ତ ବ୍ଳକ ଅନ୍ତର୍ଗତ ଆଡିଆ ପଞ୍ଚାୟତ ଜୀରିଣା ବରଗଢିଆ ଗ୍ରାମରେ ବାବା ସର୍ବେଶ୍ଵର ମହାଦେବ ଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉସ୍ରବ ଆଜି ଅନୁଷ୍ଠିତ ହୋଇଯାଇଛି
sradha Webcreations