ପୁରା ଖବର ବିଷୟରେ



ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସରକାର ଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ସମୀକ୍ଷା ବୈଠକ

Jul 15 2022 4:19AM
ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସରକାର ଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ସମୀକ୍ଷା ବୈଠକ (ଦିଲ୍ଲୀପ ଜାନିଙ୍କ ରିପୋର୍ଟ) ନୂଆଗାଁ : ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ମାନ୍ୟବର ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି, ନୟାଗଡ, ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ମହୋଦୟ, ନୂଆଗାଁ ବ୍ଲକ ବି. ଡ଼ି. ଓ ପ୍ରମୋଦ କୁମାର ନାୟକ,ସମିତି ଅଧ୍ୟକ୍ଷା ଲଷ୍ମୀପ୍ରିୟା ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ ଏବଂ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ସମୀକ୍ଷା ବୈଠକ କରିଥିଲେ ।